This browser does not support the video element.
କୋରାପୁଟ ସହର: କେନ୍ଦ୍ରୀୟ ବିଶ୍ଵବିଦ୍ୟାଳୟର ଚୁକ୍ତି ଭିତ୍ତିକ ଅଧ୍ୟାପକଙ୍କ କୋରାପୁଟ ପ୍ରେସ କ୍ଳବରେ ସାମ୍ବାଦିକ ସମ୍ମିଳନୀ
Koraput Town, Koraput | Aug 23, 2025
କେନ୍ଦ୍ରୀୟ ବିଶ୍ଵବିଦ୍ୟାଳୟ କର୍ତ୍ତୃପକ୍ଷ ମାନ୍ୟବର କୋର୍ଟର ନିର୍ଦ୍ଦେଶକୁ ଅବମାନନା କରୁଥିବା ଅଭିଯୋଗ ନେଇ ସାମ୍ବାଦିକ ସମ୍ମିଳନୀ । ଆଜି ଦିନ ୨ଟା ସମୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୋରାପୁଟ ଜିଲ୍ଲା ସୁନାବେଡ଼ାର ଚୁକ୍ତିଭିତ୍ତିକ ଅଧ୍ୟାପକମାନେ ସମାନ କାମକୁ ସମାନ ଦରମା ପ୍ରଦାନ କରିବାକୁ ଦାବି କରିଛନ୍ତି। ୨୦୧୪/୧୫ ଆର୍ଥିକ ବର୍ଷରେ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୋରାପୁଟ ଜିଲ୍ଲାର ସୁନାବେଡ଼ା ଠାରେ ୧୦ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଚୁକ୍ତିଭିତ୍ତିକ ଭାବରେ ନିଯୁକ୍ତି ହୋଇଥିଲେ । ସମାନ କାମକୁ ସମାନ ଦରମା ଦାବି କରି ଉଚ୍ଚ ପଦସ୍ଥ ଅଧିକାରୀ ମାନଙ୍କ