Install App
baripada_news
This browser does not support the video element.
ଉଦଳା: ଉଦଳା ଠାରେ ବ୍ଲକ ସ୍ତରୀୟ ସ୍ୱଚ୍ଛତା ହିଁ ସେବା ଏବଂ ପରିମଳ ସମ୍ବନ୍ଧୀୟ ଏକ ଦିବସୀୟ ପରିଚାଳନା ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ
Udala, Mayurbhanj | Sep 20, 2025
ମୟୂରଭଞ୍ଜ ଜିଲ୍ଲା ଉଦଳା ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ଦିନ ପ୍ରାୟ ୧୨ଟାରେ ବ୍ଲକ ସ୍ତରୀୟ ସ୍ୱଚ୍ଛତା ହିଁ ସେବା ଏବଂ ପରିମଳ ସମ୍ବନ୍ଧୀୟ ଏକ ଦିବସୀୟ ପରିଚାଳନା ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉଦଳା ବ୍ଲକର ବିଡିଓ ଙ୍କ ଅଧକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ବ୍ଲକର ସମସ୍ତ ଅଧିକାରୀ ଓ SHG ମହିଳା ମାନେ ମାନେ ଉପସ୍ଥିତ ରହିଥିଲେ।
Share
Read More News
T & C
Privacy Policy
Contact Us
Your browser does not support JavaScript!