Install App
publicnewskoraput
This browser does not support the video element.
କୋରାପୁଟ ସହର: କୋରାପୁଟ ଜିଲ୍ଲାକୁ ଆସନ୍ତା କାଲି ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର
Koraput Town, Koraput | Aug 28, 2025
କୋରାପୁଟ ଜିଲ୍ଲାରେ ଆସନ୍ତା କାଲି ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଆଜି ଅପରାହ୍ନ ୪ଟା ସମୟରେ ୟେଲୋ ୱାର୍ନିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର ଏନେଇ ଜିଲ୍ଲା ପ୍ରଶାସନକୁ ସୂଚନା ଦିଆଯାଇଛି। ଗତ କିଛିଦିନ ଧରି ଲଗାଣ ବର୍ଷାରେ ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବିଭିନ୍ନ ସ୍ଥାନରେ କ୍ଷୟକ୍ଷତି ସୂଚନା ମିଳୁଥିବା ବେଳେ ଜଳଭଣ୍ଡାରରେ ଜଳସ୍ତର ବଢିବାରେ ଲାଗିଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!