This browser does not support the video element.
ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡି ପୋୖର ପରିଷଦ ସମ୍ମିଳନୀ କକ୍ଷରେ ଗୁରୁତ୍ୱପୁର୍ଣ୍ଣ ଜରୁରୀ ବୈଠକ ଅନୁଷ୍ଠିତ।
Paralakhemundi, Gajapati | Aug 17, 2024
ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ପୋୖର ପରିଷଦ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆଜି ଦିନ ୩ ଘଣ୍ଟ ସମୟରେ ପୋୖର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ତ୍ୱପୂର୍ଣ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପାରଳାଖେମୁଣ୍ଡି ବିଧାୟକ ଇଂ ରୂପେଶ ପାଣିଗ୍ରାହୀ, ସାଂସଦ ପ୍ରତିନିଧି ଆଦର୍ଶ ଦାସ, ପୌରପରିଷଦ ଉପାଧ୍ୟକ୍ଷ ଲେଙ୍କା ମଧୁ, ପୋୖର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରମୁଖ ମଞ୍ଚାସିନ ହୋଇଥିଲେ। ବିଭିନ୍ନ ୱାଡ଼ର କାଉନସିଲର ପ୍ରମୁଖ ଉପସ୍ଥିତ ରହି ବୈଠକରେ ବିଭନ୍ନ ଗୁରୁତ୍ୱପୁର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା । ଏହା ସହ ପ