This browser does not support the video element.
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସ୍ୱାସ୍ଥ୍ୟ ନାରୀ, ଶସକ୍ତ ପରିବାର ବୈଠକ ଅନୁଷ୍ଠିତ
Khordha, Khordha | Sep 13, 2025
ଖୋର୍ଦ୍ଧା ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୁଲ୍ୟରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଖୋର୍ଦ୍ଧା ଜ୍ୟୋତି ଶଙ୍କର ସାହୁ ଙ୍କ ଅଧ୍ୟକ୍ଷତାରେ ସ୍ୱାସ୍ଥ୍ୟ ନାରୀ, ଶସକ୍ତ ପରିବାର ଅଭିଯାନ ବିଭିନ୍ନ ଗଣ ସହାୟକ ଜିଲ୍ଲା ସ୍ତରୀୟ ବିଭାଗ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ l ବୈଠକରେ ଅଧ୍ୟକ୍ଷ ଶ୍ରୀ ସାହୁ ଏପରି ମହତ ଅଭିଯାନକୁ ଶତ ପ୍ରତିଶତ ସଫଳ କରିବା ପାଇଁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ସହ ସମସ୍ତ ଗଣସହାୟକ ଜିଲ୍ଲା ସ୍ତରୀୟ ବିଭାଗ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ l