Download Now Banner

This browser does not support the video element.

ଧର୍ମଗଡ: ଧର୍ମଗଡ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର, ୪୧୨ ଭିନ୍ନକ୍ଷମ ପଞ୍ଜିକୃତ

Dharamgarh, Kalahandi | Sep 24, 2025
ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓଡିଶା ସରକାର ପକ୍ଷରୁ ଧର୍ମଗଡ ବ୍ଲକ କାର୍ଯ୍ୟାଳୟ ପରିସରରେ ବୁଧବାର ସକାଳ ୧୦ ଟା ରୁ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ ହୋଇଛି । ଆୟୋଜିତ ଶିବିରରେ ଅତିଥି ଭାବେ ଧର୍ମଗଡ ବିଡ଼ିଓ ସଦାଶିବ ନାୟକ, ବିଧାୟକ ପ୍ରତିନିଧି ହିମାଂଶୁ ଶେଖର ପଣ୍ଡା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ କୁମାର ବେହେରା ସମେତ ଅନ୍ୟାନ୍ୟ ଅତିଥି ମଞ୍ଚାସିନ ହୋଇଥିଲେ।
Read More News
T & CPrivacy PolicyContact Us