This browser does not support the video element.
ବାଲେଶ୍ବର ମ୍ୟୁନିସିପାଲଟି: ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଗ୍ରାମ୍ୟ ଜଳଯୋଗାଣ ବିଭାଗର ସମୀକ୍ଷା କଲେ ଜିଲ୍ଲାପାଳ
Baleshwar M, Balasore | Aug 21, 2025
ଆଜି ଅପରାହ୍ନ ୪ ଟା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଗ୍ରାମ୍ୟ ଜଳଯୋଗାଣ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଗ୍ରାମ୍ୟ ଜଳଯୋଗାଣ ବିଭାଗର କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କ ସମେତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।ଜିଲ୍ଲାର ପାନୀୟ ଜଳ ଓ ଜନସ୍ବାସ୍ଥ୍ୟ କାର୍ଯ୍ୟକ୍ରମ କୁ ସମୀକ୍ଷା କରିବା ସହିତ ଅଧିକ କ୍ରିୟାଶୀଳ କରିବା ଓ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ଉନ୍ନତି କରଣ ବ୍ୟବସ୍ଥା କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।