Download Now Banner

This browser does not support the video element.

ଛତ୍ରପୁର: ଛତ୍ରପୁର ଠାରେ ସ୍ବାୟତ୍ତ ଶାସନ ଦିବସ ପାଳିତ,ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କଲେ ମନ୍ତ୍ରୀ ବିଭୁତି ଭୂଷଣ ଜେନା

Chhatrapur, Ganjam | Aug 31, 2025
ଛତ୍ରପୁର ବିଜ୍ଞାପିତ ଅଂଚଳ ପରିଷଦ କାର୍ଯ୍ୟାଳୟ ଠାରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ ହୋଇଯାଇଛି। ରବିବାର ମଧ୍ୟାହ୍ନରେ ଖଣି ଇସ୍ପାତ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ଯୋଗ ଦେଇ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିଛନ୍ତି।
Read More News
T & CPrivacy PolicyContact Us