This browser does not support the video element.
କେନ୍ଦୁଝର ସହର: ବାରବାଙ୍କ ଘାଟି ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଟ୍ରଲର
Kendujhar Town, Kendujhar | Sep 5, 2025
କେନ୍ଦୁଝର ଜିଲ୍ଲା ରୁଗୁଡି ଥାନା ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥର ବାରବାଙ୍କ ଘାଟି ନିକଟରେ ଆଜି ଏକ ଟ୍ରଲର ଭାରସାମ୍ୟ ହରାଇ ଓଲଟି ପଡିଥିବା ଦେଖିବାକୁ ମିଳିଛି। ଏହି ଦୁର୍ଘଟଣାରେ ଗାଡି କ୍ଷତିଗ୍ରସ୍ତ ହୋଇଥିବା ବେଳେ ମୃତାହତଙ୍କ ସମ୍ପର୍କରେ ସୂଚନା ମିଳି ପାରି ନାହିଁ।