Download Now Banner

This browser does not support the video element.

ମାଲକାନଗିରି: ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ପାଳନ

Malkangiri, Malkangiri | Sep 5, 2025
ମାଲକାନଗିରି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟଳୟ ତରଫରୁ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ପାଳନ ସହ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଜିଲ୍ଲା ବର୍ଗ ରେ ଚୟନ ହୋଇ ଥିବା ଶ୍ରେଷ୍ଠ ଶିକ୍ଷକ ଏବଂ ଜିଲ୍ଲା ଶିକ୍ଷା ପ୍ରଶାସନ ତରଫରୁ ଅଵସର ପ୍ରାପ୍ତ ପାଞ୍ଚ ଜଣ ଶ୍ରେଷ୍ଠ ଶିକ୍ଷକ ମାନଙ୍କୁ ସମ୍ବର୍ଦ୍ଧିତ କରା ଯାଇ ଅଛି। ଏଥିରେ ବିଧାୟକ ଙ୍କ ସହ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us