Download Now Banner

This browser does not support the video element.

ଯାଜପୁର: ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନର ପ୍ରସ୍ତୁତିକୁ ନେଇ କୋରେଇ ବ୍ଲକ କାର୍ଯ୍ୟାଳୟରେ ସୂଚନା ଦେଲେ ଅତିରିକ୍ତ ଜିଲ୍ଲାପାଳ

Jajapur, Jajpur | Aug 25, 2025
ସମ୍ଭାବ୍ୟ ବୈତରଣୀ ନଦୀରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନର ପ୍ରସ୍ତୁତିକୁ ନେଇ କୋରେଇ ବ୍ଲକ କାର୍ଯ୍ୟାଳୟରେ ସୂଚନା ଦେଲେ ଅତିରିକ୍ତ ଜିଲ୍ଲାପାଳ ଯୁଧିଷ୍ଠିର ନାୟକ l ବୈତରଣୀ ଓ କାଣୀ ନଦୀରେ ଜଳସ୍ତର ବୃଦ୍ଧି ଯୋଗୁ ଏବେ ଜିଲ୍ଲାର ଦଶରଥପୁର ଓ ବିଂଝାରପୁର ବ୍ଲକ ଅଂଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେଇଛି l ଏହି ବନ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନର ପ୍ରସ୍ତୁତିକୁ ନେଇ ସୂଚନା ଦେଲେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନାୟକ
Read More News
T & CPrivacy PolicyContact Us