Download Now Banner

This browser does not support the video element.

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଲଘୁଚାପ ସମ୍ପର୍କରେ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି

Bhubaneswar M Corp, Khordha | Sep 2, 2025
ଉତ୍ତର ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ମିଆଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ୨୪ ଘଣ୍ଟାରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜିଠୁ ବଢିବ ବର୍ଷା ପରିମାଣ । କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
Read More News
T & CPrivacy PolicyContact Us