Download Now Banner

This browser does not support the video element.

ମାଲକାନଗିରି: ମାଲକାନଗିରି ଜିଲ୍ଲାର ଏଫଏଲସି ହଲରେ ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ମାନଙ୍କର ତାଲିମ ଶିବିର ଅନୁଷ୍ଠିତ

Malkangiri, Malkangiri | Sep 2, 2025
ମାଲକାନଗିରି ଜିଲ୍ଲାରେ ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ମାନଙ୍କର ତାଲିମ ଶିବିର ଆୟୋଜନ କରାଯାଇଛି। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶିବିରକୁ ଉଦଘାଟନ କରିଥବା ବେଳେ ଉପଜିଲ୍ଲାପାଳ ଅଶ୍ନି ଏ ଏଲ୍ ଉପସ୍ଥିତ ଥିଲେ। ସମଗ୍ର ଶିକ୍ଷା ଦ୍ଵାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ମାନଙ୍କୁ ଶ୍ରେଣୀ ଗୃହ ର ତଦାରଖ, ମଧ୍ୟାହ୍ନ ଭୋଜନ, ପୋଷାକ, ଜୋତା , ଛାତ୍ରବୃତ୍ତି, ସମୟାନୁବର୍ତିତା ଓ ବିଭାଗ ର ସମସ୍ତ କାର୍ଯ୍ୟକ୍ରମ ବିଷୟରେ ଅବଗତ କରାଇ ଥିଲେ।
Read More News
T & CPrivacy PolicyContact Us