Download Now Banner

This browser does not support the video element.

ବାଲେଶ୍ବର ମ୍ୟୁନିସିପାଲଟି: ବାଲେଶ୍ଵର ସହର ର ବିଭିନ୍ନ ସ୍ଥାନରେ ମାଆ ଦୂର୍ଗାଙ୍କ ଭସାଣି,ଜିଲ୍ଲା ପ୍ରଶାସନ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା

Baleshwar M, Balasore | Oct 3, 2025
ବାଲେଶ୍ୱର ସହରର ବିଭିନ୍ନ ସ୍ଥାନରେ ମାଆ ଦୂର୍ଗାଙ୍କ ଭସାଣି କାର୍ଯ୍ୟକ୍ରମ ଜାରି ରହିଥିବା ବେଳେ ଜିଲ୍ଲା ପ୍ରଶାସନ ଓ ପୋଲିସ୍ ପ୍ରଶାସନ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଥିବା ଶୁକ୍ରବାର ରାତ୍ର 8ଘଟିକା ରେ ଦେଖିବାକୁ ମିଳିଛି।
Read More News
T & CPrivacy PolicyContact Us