Download Now Banner

This browser does not support the video element.

ଛତ୍ରପୁର: ବିଜୁଳି ଘଡଘଡି ସହ ବଜ୍ରପାତ ସମ୍ଭାବନା, ଗଞ୍ଜାମ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

Chhatrapur, Ganjam | Sep 2, 2025
ଗଞ୍ଜାମ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ। ଆସନ୍ତା ୨ ଦିନ ଗଞ୍ଜାମ ଜିଲ୍ଲାରେ ବିଜୁଳି ଘଡଘଡି ସମ୍ଭାବନାକୁ ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ମଂଗଳବାର ଅପରାହ୍ନରେ ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Read More News
T & CPrivacy PolicyContact Us