Download Now Banner

This browser does not support the video element.

ସୁକିନ୍ଦା: ଦାନଗଦୀ ବ୍ଲକର ବିଭିନ୍ନ ପୂଜା ମଣ୍ଡପ ବୁଲି ଶ୍ରୀଗଜାନନଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ

Sukinda, Jajpur | Aug 28, 2025
ଯାଜପୁର ଜିଲ୍ଲା ସୁକିନ୍ଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଦାନଗଦୀ ବ୍ଲକର ବିଭିନ୍ନ ପୂଜା ମଣ୍ଡପରେ ମହା ଆଡ଼ମ୍ବରରେ ଅଗ୍ରପୂଜ୍ୟ ବିଘ୍ନବିନାଶକ ଶ୍ରୀଗଜାନନଙ୍କ ପୂଜା ମହା ଆଡ଼ମ୍ବରରେ ଜାରି ରହିଛି । ଦାନଗଦୀ ବ୍ଲକର ବିଭିନ୍ନ ପୂଜା ମଣ୍ଡପରେ ମହା ଆଡ଼ମ୍ବରରେ ଅଗ୍ରପୂଜ୍ୟ ବିଘ୍ନବିନାଶକ ଶ୍ରୀଗଜାନନଙ୍କ ପୂଜା ମହା ଆଡ଼ମ୍ବରରେ ଜାରି ରହିଥିବା ବେଳେ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ବିଭିନ୍ନ ପୁଜା ମଣ୍ଡପରେ ପହଞ୍ଚି ଶ୍ରୀଗଜାନନଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଥିବା ଗୁରୁବାର ଅପରାହ୍ନ 4 ଘଟିକା ସମୟରେ ଦେଖିବାକୁ ମିଳିଛି ।
Read More News
T & CPrivacy PolicyContact Us