Download Now Banner

This browser does not support the video element.

ନୂଆପଡା: ନୂଆପଡ଼ାରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

Nuapada, Nuapada | Sep 1, 2025
ନୂଆପଡ଼ା ମୁଖ୍ୟାଳୟ ସଦ୍ଭାବନା ସଭା ଗୃହଠାରେ ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ରିତ ପାଲ ସିଂହଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆଜି ୨ ଟା ଯାଏଁ ଅନୁଷ୍ଠିତ ହୋଇଯାଇଛି। ଆଜି ଶିବିରରେ ମୋଟ ୬୪ ଟି ଅଭିଯୋଗର ଶୁଣାଣି ପ୍ରଶାସନ କରିଛନ୍ତି। ଏଥିରୁ ୪୪ ଟି ବ୍ୟକ୍ତିଗତ ଏବଂ ୨୦ ଟି ସାମୁହିକ ଅଭିଯୋଗ ଥିଲା l ଏହି ସବୁ ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏଥିରେ ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗଦାନ କରିଥିଲେ।
Read More News
T & CPrivacy PolicyContact Us