Download Now Banner

This browser does not support the video element.

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ନବୀନ ନିବାସରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Bhubaneswar M Corp, Khordha | Aug 23, 2025
ନବୀନ ନିବାସ ରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ | ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଆଜି 2.10ରେ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି ସୂଚନା ମୁତାବକ ଆଜି ଅନେକ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ପାରନ୍ତି ବୋଲି କୁହାଯାଉଛି । ଡିହାଇଡ୍ରେସନ କାରଣରୁ ରବିରାର ସଂଧ୍ୟାରେ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ନବୀନ ଭର୍ତ୍ତି ହୋଇଥିଲେ।
Read More News
T & CPrivacy PolicyContact Us