Install App
kalpana7958
This browser does not support the video element.
ବାଲେଶ୍ବର ମ୍ୟୁନିସିପାଲଟି: ବାଲେଶ୍ୱର ସହରର ୱାର୍ଡ ନଂ ୨୪ ରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ କଲେ ବିଧାୟକ
Baleshwar M, Balasore | Aug 24, 2025
ବାଲେଶ୍ୱର ସହରର ୱାର୍ଡ ନଂ ୨୪ ରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ କରାଯାଇଛି । ଏହି ପରିପ୍ରେକ୍ଷୀରେ ସଦର ବିଧାୟକ ଙ୍କ ସମେତ ଅନ୍ୟାନ୍ୟ ନେତୃବୃନ୍ଦ ଓ ଗ୍ରାମବାସୀ ଉପସ୍ଥିତ ରହିଥିଲେ। ଉକ୍ତ କାର୍ଯ୍ୟକ୍ରମ କୁ ରବିବାର ଦିନ ୧:୩୦ରେ ସମାପନ କରାଯାଇଥିଲା।
Share
Read More News
T & C
Privacy Policy
Contact Us
Your browser does not support JavaScript!