Download Now Banner

This browser does not support the video element.

ପାରଳାଖେମୁଣ୍ଡି: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଭା ଗୃହରେ ଜିଲ୍ଲା ସ୍ତରୀୟ ଆଦି କର୍ମଯୋଗୀ ଅଭିଯାନ ବୈଠକ ଅନୁଷ୍ଠିତ

Paralakhemundi, Gajapati | Aug 22, 2025
ଜିଲ୍ଲାପାଲଙ୍କ କାର୍ଯ୍ୟାଳୟ ସଭା ଗୃହରେ ଜିଲ୍ଲା ସ୍ତରୀୟ ଆଦି କର୍ମଯୋଗୀ ଅଭିଯାନ ବୈଠକ ଅନୁଷ୍ଠିତ । ଗଜପତି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ “ଆଦି କର୍ମଯୋଗୀ ଅଭିଯାନ” ଉପଲକ୍ଷେ ଏକ ଜିଲ୍ଲା ସ୍ତରୀୟ ଅଭିମୁଖୀ କରଣ ପ୍ରାରମ୍ଭିକ ବୈଠକ ଅତିରିକ୍ତ ଜିଲ୍ଲାପାଳ ଫାଲଗୁନି ମାଝିଙ୍କ ଅଧ୍ୟକ୍ଷତାରେ ଆଜି ଏଗାରଟା ବେଳେ ଅନୁଷ୍ଠିତ ହୋଇ ଯାଇଛି l ଏହି ବୈଠକରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶଙ୍କର କେରକେଟା, ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ ଅଲ୍ଲୀ, ଜିଲ୍ଲା ମଙ୍ଗଳ ଅଧିକାରୀ ସୋଲମାନ ରାଇକାଙ୍କ ସମେତ ବିଭିନ୍ନ ବିଭାଗ
Read More News
T & CPrivacy PolicyContact Us