Download Now Banner

This browser does not support the video element.

ପୁରୀ ମ୍ୟୁନିସିପାଲଟି: ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ପୁରୀ ଜିଲ୍ଲା ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ପ୍ରକଳ୍ପ ପରିଚାଳନା କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ

Puri M, Puri | Aug 31, 2025
ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରର ପୁରୀ ଜିଲ୍ଲା ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ପ୍ରକଳ୍ପ ପରିଚାଳନା କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ l ଆଜି ଦିନ 12 ସମୟରେ ବୈଠକ ଅନୁଷ୍ଠିତ ହୋଇଥିଲା l
Read More News
T & CPrivacy PolicyContact Us