Download Now Banner

This browser does not support the video element.

ବାରିପଦା ମ୍ୟୁନିସିପାଲଟି: ଏମସିଏଏମ କଲେଜର ପ୍ରତିଷ୍ଠା ଦିବସ ପାଳିତ, MSCB ୟୁନଭରସିଟିର କୁଳପତି ଓ ପୂର୍ବତନ ବିଧାୟକଙ୍କ ଯୋଗଦାନ

Baripada M, Mayurbhanj | Sep 9, 2025
ବାରିପଦାର ମହାରାଜପୁର ସ୍ଥିତ ମୟୁରଭଞ୍ଜ କଲେଜ ଅଫ ଆକାଉଣ୍ଟନସି ଆଣ୍ଡ ମ୍ୟାନେଜମେଣ୍ଟ ର ୨୭ ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ଦିନ ପ୍ରାୟ ୧ଟାରେ ପାଳିତ ହୋଇଯାଇଛି। ପ୍ରତିଷ୍ଠାତା ତଥା ଅଧକ୍ଷ ପ୍ରଦୀପ କୁମାର ନାୟକଙ୍କ ପୌରାହିତ୍ୟରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର କୁଳପତି ଡ଼. ପ୍ରମୋଦ କୁମର ଶତପଥି , ମୁଖ୍ୟ ବକ୍ତା ଭାବେ ବରିଷ୍ଠ ସାମ୍ବାଦିକ ଡ଼. ବିଜୟ ଅଗ୍ରୱାଲ, ପୂର୍ବତନ ବିଧାୟକ କିଶୋର ଦାଶ ପ୍ରମୁଖ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us