This browser does not support the video element.
ଢେଙ୍କାନାଳ ସଦର: ସ୍ଥାନୀୟ ପୁରୁଣା ଜିଲ୍ଲା ପରିଷଦ ହଲ ଠାରେ ନୂଆଁଖାଇ ଉପଲକ୍ଷେ ସିଏମ୍ କିଷାନ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ
Dhenkanal Sadar, Dhenkanal | Aug 27, 2025
ଢେଙ୍କାନାଳ ସହରସ୍ଥ ସ୍ଥାନୀୟ ପୁରୁଣା ଜିଲ୍ଲା ପରିଷଦ ହଲଠାରେ ନୂଆଁଖାଇ ଉପଲକ୍ଷେ ସିଏମ୍ କିଷାନ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଖୋର୍ଦ୍ଧା ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ କରକମଳରେ ଉଦ୍ଘାଟନ ହୋଇଥିଲା। ମୁଖ୍ୟମନ୍ତ୍ରୀ ସିଏମ୍ କିଷାନ ସହାୟତା ରାଶି ପ୍ରଦାନ କରିଥିଲେ।ଏହି ଅବସରରେ ଢେଙ୍କାନାଳର କାର୍ଯ୍ୟକ୍ରମରେମୁଖ୍ୟ ଅତିଥିଭାବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଯୋଗଦେଇଥିଲେ । ସମ୍ମାନୀତ ଅତିଥିଭାବେ ସାଂସଦଙ୍କ ପ୍ରତିନିଧି ନରେଶ ମହାପାତ୍ର, କାମାକ୍ଷାନଗର ବିଧାୟକ ଶତୃଘନ ଜେନା,