Download Now Banner

This browser does not support the video element.

ବଲାଙ୍ଗୀର: ସଦେଇପାଲି ରାମଜୀ ଯୁବକ ସଂଘ ପକ୍ଷରୁ ନୂଆଁଖାଇ ଭେଟଘାଟ 2025 ଆୟୋଜିତ

Balangir, Balangir | Aug 31, 2025
ସଦେଇପାଲି ରାମଜୀ ଯୁବକ ସଂଘ ପକ୍ଷରୁ ନୂଆଁଖାଇ ଭେଟଘାଟ 2025 ଆୟୋଜିତ ଆଜି ରାତି 7ଟା ରେ ସଦର ବ୍ଲକ ଅନ୍ତର୍ଗତ ସଦେଇପାଲି ଗ୍ରାମର ରାମଜୀ ଯୁବକ ସଂଘ ପକ୍ଷରୁ ନୂଆଁଖାଇ ଭେଟଘାଟ 2025 ଉତ୍ସବମୁଖର ପରିବେଶରେ ଆୟୋଜିତ ହୋଇଥିଲା । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ବିଧାୟକ ମାନ୍ୟବର ଶ୍ରୀଯୁକ୍ତ କଳିକେଶ ନାରାୟଣ ସିଂଦେଓ ଯୋଗଦେଇଥିଲେ । ଏହାସହିତ ସଦର ବ୍ଲକ ଅଧ୍ୟକ୍ଷା ସରିତା ବାଗ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଗୋଲାପ ବାଗ, ଜଣାଶୁଣା ସମାଜସେବୀ ନାରାୟଣ ମିଶ୍ର, ସ୍ଥାନୀୟ ସରପଞ୍ଚ ଓ ଗ୍ରାମବାସୀମାନେ ଉପସ୍ଥିତ ହୋଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ
Read More News
T & CPrivacy PolicyContact Us