Download Now Banner

This browser does not support the video element.

ବୌଦ୍ଧ ସଦର: ଟାଉନ ହଲ ଠାରେ ଜିଲ୍ଲା ସ୍ତରୀୟ ସିଏମ କିଷାନ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମ, ଯୋଗଦେଲେ ବିଧାୟକ

Baudh Sadar, Boudh (Bauda) | Aug 27, 2025
ବୁଧବାର ଦିନ ବୌଦ୍ଧ ଟାଉନ ହଲ ଠାରେ ଜିଲ୍ଲା ସ୍ତରୀୟ ସିଏମ କିଷାନ ସହାୟତା ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି l ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ | କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ ଓ ଅନ୍ଯ ମାନେ ଉପସ୍ଥିତ ଥିଲେ l
Read More News
T & CPrivacy PolicyContact Us