Download Now Banner

This browser does not support the video element.

ବୀରମହାରାଜପୁର: ସଂକରା ବ୍ରଜ ବିହାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ରେ ପ୍ରଧାନମନ୍ତ୍ରୀ ପୋଷଣ କାର୍ଯ୍ୟକ୍ରମର ସମୀକ୍ଷା ବୈଠକ ଅନୁଷ୍ଠିତ

Biramaharajpur, Subarnapur (Sonepur) | Sep 8, 2025
ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ସଂକରା ବ୍ରଜ ବିହାରୀ ଉଚ୍ଚ ବିଦ୍ୟାଳୟ ରେ ଆଜି ମଧ୍ୟାହ୍ନ ପ୍ରାୟ 12ଟା ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ପୋଷଣ କାର୍ଯ୍ୟକ୍ରମର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି l ଓଡିଶା ରାଜ୍ୟ ସାମାଜିକ ସମୀକ୍ଷା, ଉତ୍ତରଦାୟିତ୍ୱ ଓ ସ୍ୱଚ୍ଛତା ସମିତି ତଥା ଜିଲ୍ଲାପରିଷଦ ସୁବର୍ଣ୍ଣପୁର ତରଫରୁ ଅନୁଷ୍ଠିତ ବୈଠକକୁ ବ୍ଲକ ସାମାଜିକ ସମୀକ୍ଷକ ମୋନଜ ସେଠି, ସୋନପୁର ବ୍ଲକ ସାମାଜିକ ସମୀକ୍ଷକ ସୁଦାମ ଗାଈଗରୀ ଆ ଯୋଗ ଦେଇ ପ୍ରଧାନମନ୍ତ୍ରୀ ପୋଷଣ କାର୍ଯ୍ୟକ୍ରମ ଅନ୍ତର୍ଗତ ଶିଶୁ ମାନଙ୍କୁ ପ୍ରଦାନ କରାଯାଉଥିବା ମାଧ୍ୟାନ୍ନ ଭୋଜନ ଯୋଜନା ରେ ବ୍ୟବହୃତ ନଥିପତ୍ର ଯ
Read More News
T & CPrivacy PolicyContact Us