Download Now Banner

This browser does not support the video element.

ଆଠମଲ୍ଲିକ: କଦଳିମୁଣ୍ଡା ରେ ବିଜେପିର ମିଶ୍ରଣ ପର୍ବ ଅନୁଷ୍ଠିତ, ଯୋଗଦେଲେ ଅନ୍ୟ ଦଳର ଶତାଧିକ କର୍ମୀ

Athmallik, Angul | Apr 19, 2024
ଶୁକ୍ରବାର ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କଦଳୀମୁଣ୍ଡା ପଞ୍ଚାୟତର ଆମ୍ବତୋଟା ଠାରେ ବିଜେପିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଏବଂ ପୂର୍ବତନ ମନ୍ତ୍ରୀ ତଥା ବିଜେପି ବିଧାୟକ ପାର୍ଥି ସଞ୍ଜୀବ ସାହୁ ଯୁବ ନେତା ଅର୍ଜ୍ଜୁନ ସାହୁ ଉପସ୍ଥିତ ରହି ବିଜେପି ର ନିତି ଆଦର୍ଶ ରେ ଅନୁପ୍ରାଣୀତ ହୋଇ ଦଳରେ ସାମିଲ ହୋଇଥିବା ଅନ୍ୟ ଦଳର ଶତାଧିକ କର୍ମୀ ଙ୍କୁ ଦଳୀୟ ଉତ୍ତରୀୟ ଦେଇ ଦଳରେ ସାମିଲ କରିଥିଲେ । ବହୁ ସଂଖ୍ୟାରେ ଦଳୀୟ କର୍ମୀ ଉପସ୍ଥିତ ଥିଲେ ।
Read More News
T & CPrivacy PolicyContact Us