This browser does not support the video element.
ଲାଞ୍ଜିଗଡ: ଆମଝିରି ଗ୍ରାମ ର ୮ ଜଣ ଡ୍ରପ ଆଉଟ ଛାତ୍ର ଛାତ୍ରୀଙ୍କୁ ସ୍କୁଲରେ ନାମ ଲେଖାଇଲେ ଲାଞ୍ଜିଗଡ ବ୍ଲକ ଶିକ୍ଷା ବିଭାଗ।
Lanjigarh, Kalahandi | Aug 21, 2025
ଲାଞ୍ଜିଗଡ଼ ଗୋଷ୍ଠୀ ଶିକ୍ଷାଧିକାରୀ ଋଷିଆ ମେହେରଙ୍କ ନେତୃତ୍ୱରେ ଚାଲିଥିବା ଆଦୌ ସ୍କୁଲଦ୍ୱାର ମାଡିନଥିବା ଓ ଅଧାରୁ ପାଠ ପଢ଼ାରେ ଡୋରି ବାନ୍ଧିଥିବା ଛାତ୍ରଛାତ୍ରୀଙ୍କୁ ପୁଣି ସ୍କୁଲମୁହାଁ କରିବାକୁ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉଛି। ' ଅଭିଯାନ ଆରମ୍ଭ କରିଛି ଶିକ୍ଷା ବିଭାଗ। ଏହି ଅଭିନବ ପ୍ରୟାସରେ ସାମିଲ ହୋଇଛି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଶିକ୍ଷା ବିଭାଗ। ଏହି ଅଭିଯାନ ଦ୍ୱାରା ବ୍ଲକ ଅଞ୍ଚଳର ଶତାଧିକ ଶିଶୁଙ୍କୁ ଚିହ୍ନଟ କରାଯାଇଥିବା ସୂଚନା ମିଳିଛି।