This browser does not support the video element.
ମାଲକାନଗିରି: ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ପାଳିତ
Malkangiri, Malkangiri | Sep 5, 2025
ଗୁରୁଙ୍କ ପ୍ରତି ସମ୍ମାନ ଓ ଭକ୍ତି ପ୍ରଦର୍ଶନ ପର୍ବ ଗୁରୁ ଦିବସ।ଶୁକ୍ରବାର ପୂର୍ବାହ୍ନରେ ଏନେଇ ମାଲକାନଗିରି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଜିଲ୍ଲା ବର୍ଗ ରେ ଚୟନ ହୋଇ ଥିବା ଶ୍ରେଷ୍ଠ ଶିକ୍ଷକ ଏବଂ ଜିଲ୍ଲା ଶିକ୍ଷା ପ୍ରଶାସନ ତରଫରୁ ଅଵସର ପ୍ରାପ୍ତ ପାଞ୍ଚ ଜଣ ଶ୍ରେଷ୍ଠ ଶିକ୍ଷକ ମାନଙ୍କୁ ସମ୍ବର୍ଦ୍ଧିତ କରା ଯାଇଅଛି।