Download Now Banner

This browser does not support the video element.

ଟିଟିଲାଗଡ: ଟିଟିଲାଗଡ଼ ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣି - ୩୦ ଟି ଅଭିଯୋଗର କଲେ ଶୁଣାଣି

Titlagarh, Balangir | Sep 1, 2025
ସୋମବାର ଦିନ ସ୍ଥାନୀୟ ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପବିତ୍ର ବେହେରା ଏଡିଏମ ବଲାଙ୍ଗିର, ତରଣି ସୁନା ପିଡି ବଲାଙ୍ଗିର, ଟିଟିଲାଗଡ଼ ଉପଜିଲ୍ଲାପାଳ ଶ୍ରୀଯୁକ୍ତ ପଦ୍ମନାଭ ସାମନ୍ତରାୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଏହି ଅଭିଯୋଗ ଶୁଣାଣିରେ ୩୦ ଟି ଅଭିଯୋଗର ମାମଲାର ଶୁଣାଣି କରିଛନ୍ତି। ଏହି ଶିବିରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଅନୁପସ୍ଥିତ ଥିଲେ ମଧ୍ୟ ଅନ୍ୟ ଉପସ୍ଥିତ ଅଧିକାରୀ ଶୁଣାଣି କରିଥିଲେ। ଏଥିରେ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us