Download Now Banner

This browser does not support the video element.

ନୂଆଗାଁ: ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ରମ୍ପା ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

Nuagaon, Ganjam | Sep 23, 2024
ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରା ଆଜି ଅପରାହ୍ନରେ ରମ୍ପା ଗ୍ରାମ ଗସ୍ତ କରିଥିଲେ l ଏଠାରେ ଗ୍ରାମବାସୀଙ୍କ ସହିତ ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ l
Read More News
T & CPrivacy PolicyContact Us