Download Now Banner

This browser does not support the video element.

କଣ୍ଟାବାଞ୍ଜି: କଣ୍ଟାବାଞ୍ଜିରେ ୧୨ ଘଣ୍ଟିଆ ବନ୍ଦ ପାଳନ, ଇନ୍ଦିରା ଛକ ଠାରେ ଆନ୍ଦୋଳନକାରୀଙ୍କ ବିକ୍ଷୋଭ

Kantabanji, Balangir | Apr 10, 2024
କଣ୍ଟାବାଞ୍ଜି ନଗର କମିଟି ଓ ସମଲେଶ୍ବରୀ ମାର୍କେଟ କମ୍ପ୍ଲେକ୍ସ କମିଟି ପକ୍ଷରୁ ବୁଧବାର ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳନ କରାଯାଇଛି। ନୂଆ ବସଷ୍ଟାଣ୍ଡ ନିର୍ମାଣ କାର୍ଯ୍ୟକୁ ସ୍ଥଗିତ ରଖି ପୁରୁଣା ବସଷ୍ଟାଣ୍ଡର ଆଧୁନିକକରଣ ଦାବିରେ ଏହି ବନ୍ଦ ପାଳନ ହୋଇଛି। ଆନ୍ଦୋଳନକାରୀଙ୍କ କହିବା ମୁତାବକ, ନୂଆ ବସ ଷ୍ଟାଣ୍ଡ କାର୍ଯ୍ୟକ୍ଷମ ପରେ ଏଠାରେ ଥିବା ୩ ଶହରୁ ଅଧିକ ଦୋକାନୀ ଜୀବିକା ହରାଇବେ।
Read More News
T & CPrivacy PolicyContact Us