Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସକୁ ସ୍ଥାନାନ୍ତର ହେଲେ କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର
Bhubaneswar M Corp, Khordha | Sep 4, 2025
ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର କୋମାରେ ଅଛନ୍ତି । ଘରୋଇ ଡାକ୍ତରଖାନାରେ କୋମାରେ ଥିଲେ ଅଭିଜିତ । ଏମ୍ସରେ ଭର୍ତ୍ତି କରିବା ପୂର୍ବରୁ କୋମାରେ ଅଛନ୍ତି ଅଭିଜିତ । ସେ କୋମାରେ ଥିବା ନେଇ ଭୁବନେଶ୍ୱର ଏମ୍ସ ପକ୍ଷରୁ ଦିଆଗଲା ସୂଚନା । ତେବେ ଆଜି କଟକରୁ ଏମ୍ସ ସ୍ଥାନାନ୍ତର ହୋଇଛନ୍ତି ଅଭିଜିତ ମଜୁମଦାର ।ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!