Download Now Banner

This browser does not support the video element.

ସୋନପୁର: ଡୁଙ୍ଗୁରିପାଲି ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ, ଯୋଗଦେଲେ 443 ଜଣ ହିତାଧିକାରୀ

Sonapur, Subarnapur (Sonepur) | Sep 9, 2025
ଡୁଙ୍ଗୁରିପାଲି ନିୟନ୍ତ୍ରିତ ବଜାର କମିଟି ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ଓ ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ମକରଧ୍ବଜ ସାହୁ ଯୋଗଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ l ସମ୍ମାନିତ ଅତିଥି ଭାବେ ଜିଲ୍ଲାପରିଷଦ ସଭ୍ୟା ମଞ୍ଜୁଶ୍ରୀ ମାଝୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ ଯୋଗ ଦ
Read More News
T & CPrivacy PolicyContact Us