This browser does not support the video element.
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି
Jagatsinghapur, Jagatsinghpur | Sep 1, 2025
ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଜିଲ୍ଲାପାଳ ଶ୍ରୀ ଜେ. ସୋନାଲ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୧୧୬ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୦୫ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୧ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମସ୍ୟା ସମ୍ପର୍କୀୟ ୧୪ ଟି, ଆବାସ ପାଇଁ ୧୭ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୧୮ ଟି, ମୁଖ୍ୟମ