Download Now Banner

This browser does not support the video element.

ଢେଙ୍କାନାଳ ସଦର: ଜିଲ୍ଲାସ୍ତରୀୟ ସେବାପକ୍ଷ କର୍ମଶାଳା ବିଜେପି ଜିଲ୍ଲା କାର୍ଯ୍ୟାଳୟଠାରେ ଅନୁଷ୍ଠିତ

Dhenkanal Sadar, Dhenkanal | Sep 5, 2025
ଢେଙ୍କାନାଳ ଜିଲ୍ଲା ବିଜେପି କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲା ସ୍ତରୀୟ ସେବାପକ୍ଷ କର୍ମଶାଳା ଅନୁଷ୍ଟିତ ହୋଇଯାଇଛି । ଜିଲ୍ଲା ସଭାପତି ରାସ ବିହାରୀ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ କର୍ମଶାଳାରେ ରାଜ୍ୟସରକାରଙ୍କ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମୁଖ୍ୟ ଅତିଥ୍, କାର୍ଯ୍ୟକ୍ରମର ପ୍ରଭାରୀ ପୂର୍ବତନ ବିଧାୟକ ଲଳିତେନ୍ଦୁ ମହାପାତ୍ର ଏବଂ ସମ୍ମାନିତ ଅତିଥି ଭାବେ ପରଜଙ୍ଗ ବିଧାୟକ ବିଭୁତିଭୁଷଣ ପ୍ରଧାନ, ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ, କାମାକ୍ଷାନଗର ବିଧାୟକ ଶତୃଘନ ଜେନା, ଢେଙ୍କାନାଳ ପୌରଧ୍ଯକ୍ଷା ଜୟନ୍ତୀ ପାତ୍ର ପ୍ରମୁଖ ଥିଲେ।
Read More News
T & CPrivacy PolicyContact Us