This browser does not support the video element.
ବୌଦ୍ଧ ସଦର: ସଦଭାବନl ସଭାଗୃହ ଠାରେ ପ୍ରଧାନ ମନ୍ତ୍ରୀ ପୁରସ୍କାର ପାଇଁ ବିଭିନ୍ନ ଯୋଜନାର ସମୀକ୍ଷା ବୈଠକ
Baudh Sadar, Boudh (Bauda) | Oct 10, 2025
ଶୁକ୍ରବାର ରାତିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହ ଠାରେ ପ୍ରଧାନମନ୍ତ୍ରୀ ପୁରସ୍କାର ପାଇଁ ମନୋନୟନ କରିବା ସକାଶେ ବିଭିନ୍ନ ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲାପାଳ ବିଭୁତି ଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ ଓ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l