Download Now Banner

This browser does not support the video element.

ନୟାଗଡ: ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ପରିସରରେ ନିଶା ମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

Nayagarh, Nayagarh | Aug 13, 2025
ନିଶା ମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ। ସୂଚନା ମୁତାବକ ଆଜି ପୂର୍ବାହ୍ନ 11 ଘଟିକା ସମୟରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ପରିସରରେ ନିଶା ମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଆଜିର କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ କର୍ଣ ଦେବ ସାମନ୍ତରାୟ ଉପସ୍ଥିତ ରହିଥିଲେ। ତତ୍ ସହିତ ଆଜିର କାର୍ଯ୍ୟକ୍ରମ ରେ ଅନ୍ୟ ସମସ୍ତ ସରକାରୀ କର୍ମଚାରୀ ମାନେ ଉପସ୍ଥିତ ରହିଥିଲେ। ଆଜିର କାର୍ଯ୍ୟକ୍ରମ ରେ କିଭଳି ଭାବେ ଜିଲ୍ଲା କୁ ନିଶାମୁକ୍ତ କରି ପାରିବା ସେ ସଂପ୍ରକରେ ବିସ୍ତ୍ରୁତ ଭାବେ ଆଲୋଚନା ହୋଇଥିଲା।
Read More News
T & CPrivacy PolicyContact Us