Download Now Banner

This browser does not support the video element.

ନୟାଗଡ: ବଜେନ୍ଦ୍ର ହାଇସ୍କୁଲ୍ ପରିସରରେ ଚାଲ ସୁରକ୍ଷା ଲାଗି କଥା ହେବା ସମ୍ପର୍କିତ ଦୁଇ ଦିନିଆ କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ

Nayagarh, Nayagarh | Sep 6, 2025
ଅନୁସୂଚିତ ଜାତି ଓ ଅନୂସୁଚିତ ଜାତି ଉନ୍ନୟନ ପଛୁଆ ବର୍ଗ ଓ ସଂଖ୍ୟା ଲଘୁ କଲ୍ୟାଣ ବିଭାଗ ଆନୁକୁଲ୍ୟରେ ହଷ୍ଟେଲର ସୁପରିଚାଳନା ସହ ଅନ୍ତେବାସୀ ଓ ଅନ୍ତବାସିିନୀଙ୍କ ସୁରକ୍ଷା ଓ ଶିକ୍ଷା ଲାଗି ପ୍ରଧାନ ଶିକ୍ଷକ ତଥା ହଷ୍ଟେଲ ପରିଚାଳକଙ୍କ ନୟାଗଡ଼ ଜିଲ୍ଲା ସ୍ତରୀୟ ଦୁଇ ଦିନିଆ କର୍ମଶାଳା “ ଚାଲ ସୁରକ୍ଷା ଲାଗି କଥା ହେବା “ ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି | ଏହି କାର୍ଯ୍ୟକ୍ରମକୁ ଡେପୁଟି କଲେକ୍ଟର ତପସ୍ଵିନୀ ହାଁସଦା ଶୁଭାରମ୍ଭ କରିଥିଲେ | ନୟାଗଡ ଜିଲ୍ଲାର ସମସ୍ତ ବ୍ଲକର ମଂଗଳ ସଂପ୍ରସାରଣ ଅଧିକାରୀ ,୩୯ ଗୋଟି ହଷ୍ଟ
Read More News
T & CPrivacy PolicyContact Us