This browser does not support the video element.
ପୁରୀ ମ୍ୟୁନିସିପାଲଟି: ସୁଭାଷ ବୋଷ ଛକ ଠାରୁ ହରିହର ଛକ ପର୍ଯ୍ୟନ୍ତ ଆରମ୍ଭ ହୋଇଥିଲା ରାହାଗିରି ବା ପଥୋତ୍ସବ ଅନୁଷ୍ଠିତ l
Puri M, Puri | Aug 28, 2025
ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାପାଳ ଦିବ୍ଯ ଜ୍ୟୋତି ପରିଡା ଯୋଗ ଦେଇ କଳାକାର ମାନଙ୍କୁ ଉତ୍ସାହିତ କରିବା ସହ ପ୍ରତିଭା ପ୍ରଦର୍ଶନ ଓ ନିଜର ପରିଚୟ ସୃଷ୍ଟି ପାଇଁ ପଥୋତ୍ସବ ଏକ ଉନ୍ନତ ମାଧ୍ୟମ ବୋଲି କହିଥିଲେ।ବିବିଧ କାର୍ଯ୍ୟକ୍ରମ ପରିବେଷଣ କରୁଥିବା କଳାକାର ଓ ଦଳ ମାନେ ନିଜର ଦକ୍ଷତା ଓ ନିଷ୍ଠା ବଳରେ ଜିଲ୍ଲା ପାଇଁ ସମ୍ବଳ ହୋଇ ବାହାରିବେ ବୋଲି ଜିଲ୍ଲାପାଳ ଆଶା ପ୍ରକାଶ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା,ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ,ଉପ ଜିଲ୍ଲାପାଳ ରାଜ କିଶୋର ଜେନା ଉପସ୍ଥିତ ଥିଲେ l