Download Now Banner

This browser does not support the video element.

ଖୋର୍ଦ୍ଧା: ଖୋର୍ଦ୍ଧା ଶ୍ରୀରାମ ନଗର ସ୍ଥିତ ବରିଷ୍ଠ ନାଗରିକ ମଞ୍ଚର ସଭାଗୃହରେ ବୈଠକ ଅନୁଷ୍ଠିତ

Khordha, Khordha | Aug 31, 2025
ପାର୍ବଣ ଋତୁରେ ଦେବା ଦେବୀଙ୍କ ବିସର୍ଜନ ଏବଂ ବିବାହ ଉତ୍ସବର ବରଯାତ୍ରୀଙ୍କ ଶୋଭାଯାତ୍ରାକୁ ଆନନ୍ଦମୟ କରିବାକୁ ସଙ୍ଗୀତ, ନୃତ୍ୟ, ରୋଷଣୀ ଆମ ସାମାଜିକ ଜୀବନର ଅଂଶ ବିଶେଷ। କିନ୍ତୁ ବର୍ତ୍ତମାନ ଏଥିରେ ଦେଖାଦେଇଥିବା ସ୍ଖଳନ ଉଦବେଗଜନକ ସ୍ଥିତିରେ ପହଞ୍ଚିଲାଣି ଏବଂ ଏହାର ପ୍ରତିକାର ଦିଗରେ ସମାଜର ପ୍ରତ୍ୟେକ ବର୍ଗ ଆଗେଇ ଆସିବାକୁ ବରିଷ୍ଠ ନାଗରିକ ମଞ୍ଚ ତରଫରୁ ନିବେଦନ କରାଯାଇ ଅଛି। ଶ୍ରୀରାମ ନଗର ସ୍ଥିତ ମଞ୍ଚର ସଭାଗୃହରେ ଅନୁଷ୍ଠିତ ବୈଠକରେ ଦେବପ୍ରସାଦ ମଜୁମଦାର ପୌରହିତ କରିଥିଲେ ଓ ସହସମ୍ପାଦକ ସନ୍ତୋଷ କୁମାର ଦାସ ସ୍ବାଗତ ଭାଷଣ ଦେଇଥିଲେ।
Read More News
T & CPrivacy PolicyContact Us