Install App
baripada_news
This browser does not support the video element.
ବାରିପଦା ମ୍ୟୁନିସିପାଲଟି: ଭୁୟାଁଗୋଡା ଗ୍ରାମରେ ବାର୍ଷିକ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ; ପୂର୍ବତନ ମନ୍ତ୍ରୀଙ୍କ ଯୋଗଦାନ
Baripada M, Mayurbhanj | Oct 3, 2025
ଶୁକ୍ରବାର ଦିନ ପ୍ରାୟ ୨ ଟାରେ ମୟୂରଭଞ୍ଜ ଜିଲ୍ଲାର କୁଳିଅଣା ବ୍ଲକ ଅନ୍ତର୍ଗତ ମାରାଙ୍ଗତାଣ୍ଡି ଗ୍ରାମପଞ୍ଚାୟତ ଅନ୍ତର୍ଗତ ଭୁୟାଁଗୋଡା ଗ୍ରାମ ଠାରେ ନେତାଜୀ ଯୁବକ ସଂଘ ପକ୍ଷରୁ ବାର୍ଷିକ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ତେବେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ସୁଦାମ ମାରାଣ୍ଡି ଯୋଗ ଦେଇଥିଲେ।
Share
Read More News
T & C
Privacy Policy
Contact Us
Your browser does not support JavaScript!