Download Now Banner

This browser does not support the video element.

ମାଲକାନଗିରି: ଜିଲ୍ଲାପାଳ ଜିଲ୍ଲାର ପଦ୍ମଗିରି ସ୍ଥିତ ଏସଏସଡି ଉଚ୍ଚ ବିଦ୍ୟାଳୟକୁ ଗସ୍ତ କରିବବିଜି

Malkangiri, Malkangiri | Sep 1, 2025
ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଜିଲ୍ଲାରେ ମଧ୍ୟାହ୍ନ ଭୋଜନରେ ଅଭିନବ ପ୍ରୟାସ ଆରମ୍ଭ କରିଛନ୍ତି । ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣୀ ପରେ ଜିଲ୍ଲାପାଳ ନିଜେ ପଦ୍ମଗିରି ଏସଏସଡି ଉଚ୍ଚ ବିଦ୍ୟାଳୟ ଗସ୍ତ କରି ମଧ୍ୟାହ୍ନ ଭୋଜନର ମାନ ପରଖିଛନ୍ତି । ଏହି ଅବସରରେ ପାଠପଢା କେମିତି ଚାଲିଛି ପଚାରି ବୁଝିଥିଲେ ଜିଲ୍ଲାପାଳ। ପିଲାଙ୍କ ସୁବିଧା ଅସୁବିଧା ବୁଝିଥିଲେ । ସେହିପରି ଉକ୍ତ ସ୍କୁଲର ଭିତ୍ତିଭୂମି ପରିଦର୍ଶନ କରିବା ସହ ଉନ୍ନୟନ କାମ ବୁଲି ଦେଖିଥିଲେ ଜିଲ୍ଲାପାଳ।
Read More News
T & CPrivacy PolicyContact Us