This browser does not support the video element.
ପାଟଣାଗଡ: ବ୍ଳକ ନିକଟରେ ଟାଉନ ହଳର ଶୁଭ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ଉପ ମୁଖ୍ୟମନ୍ତ୍ରୀ
Patnagarh, Balangir | Aug 27, 2025
ବ୍ଳକ ନିକଟରେ ନିର୍ମାଣ ହେବାକୁଥିବା ଟାଉନ ହଳର ଶୁଭ ଭିତ୍ତି ପ୍ରସ୍ତର ସ୍ଥାପନ ଉତ୍ସବ ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ସ୍ଥାନୀୟ ବିଧାୟକ ତଥା ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂ ଦେଓ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଶୁଭ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ ।ଅନ୍ୟ ମାନଙ୍କ ମଧ୍ୟରେ ଲୋକ ସଭା ସାଂସଦ ସ୍ଥାନୀୟ ଉପ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ରହି ଥିଲେ ।