Download Now Banner

This browser does not support the video element.

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି

Bhubaneswar M Corp, Khordha | Aug 28, 2025
ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆହୁରି ଦୁଇ ଦିନ ବର୍ଷିବା ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗ । ଆଜି ସାରା ରାଜ୍ୟକୁ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ସକ୍ରିୟ ରହିଛି । ଏହା ଧୀରେ ଧୀରେ ଉତ୍ତରପଶ୍ଚିମ ଦିଗରେ ଗତି କରିବ।
Read More News
T & CPrivacy PolicyContact Us