Download Now Banner

This browser does not support the video element.

କେନ୍ଦ୍ରାପଡା: ବାରିମୂଳ ସ୍ଥିତ ଗାନ୍ଧୀ ମଇଦାନରେ ଏକ ପ୍ରସ୍ତୁତି ସମାରୋହ ଅନୁଷ୍ଠିତ

Kendrapara, Kendrapara | Sep 11, 2025
କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକ ବାରିମୂଳ ସ୍ଥିତ ଗାନ୍ଧୀ ମଇଦାନରେ ଏକ ପ୍ରସ୍ତୁତି ସମାରୋହ ଅନୁଷ୍ଠିତ ହୋଇଯାଇଛି ,ଆଜି ପ୍ରାୟ ୧୨ ଘଣ୍ଟିକା ସମୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ରଘୁରାମ ଆର ଆୟାର ମୁଖ୍ୟ ଅତିଥି ଭାବେ ଯୋଗ କିଛି ଚାରା଼ରୋପଣ କରିଥିଲେ ,ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି,ଡିଫଓ ରାଜନଗର, ବ୍ଲକ ଚେୟାରମ୍ୟାନ, ଭାଇସ ଚେୟାରମ୍ୟାନ,ସମିତି ସଭ୍ୟ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।
Read More News
T & CPrivacy PolicyContact Us