Download Now Banner

This browser does not support the video element.

ଛତ୍ରପୁର: ଛତ୍ରପୁର ସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଇଶ୍ୱରୀୟ ବିଶ୍ୱବିଦ‍୍ୟାଳୟରେ ରକ୍ତଦାନ ଶିବିର ଅନୁଷ୍ଠିତ, ଯୋଗଦେଲେ ସ୍ଥାନୀୟ ବିଧାୟକ

Chhatrapur, Ganjam | Aug 24, 2025
ଗଞ୍ଜାମ ଜିଲ୍ଲା ଛତ୍ରପୁର ସ୍ଥିତ ପ୍ରଜାପିତା ବ୍ରହ୍ମକୁମାରୀଜ୍ ଇଶ୍ଵରୀୟ ବିଶ୍ଵବିଦ୍ୟାଳୟ ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ରାଜଯୋଗିନୀ ଦାଦୀ ପ୍ରକାଶମଣିଙ୍କ ୧୮ତମ ପୁଣ୍ୟ ତିଥି ଉପଲକ୍ଷେ ଆୟୋଜିତ ଉକ୍ତ ରକ୍ତଦାନ ଶିବିରକୁ ରବିବାର ପୂର୍ବାହ୍ନରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ।
Read More News
T & CPrivacy PolicyContact Us