Install App
sushantpattnayak1983
This browser does not support the video element.
ଛତ୍ରପୁର: ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା, ଗଞ୍ଜାମ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ
Chhatrapur, Ganjam | Sep 6, 2025
ଆସନ୍ତା ୨ ଦିନ ଗଞ୍ଜାମ ଜିଲ୍ଲାରେ ବିଜୁଳି ଘଡଘଡି, ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି। ଏନେଇ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଶନିବାର ଅପରାହ୍ନରେ ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!