Download Now Banner

This browser does not support the video element.

ବୀରମିତ୍ରପୁର: ରାଉରକେଲା ବନଖଣ୍ଡର ପାନପୋଷ,ରାଜଗାଙ୍ଗପୁର,ବାଙ୍କୀ,କୁଆଁରମୁଣ୍ଡା,ବୀରମିତ୍ରପୁର ରେଞ୍ଜରେ ହାତୀମାନଙ୍କର ଉପସ୍ଥିତି ନେଇ ବନବିଭାଗର ସୂଚନା।

Biramitrapur, Sundargarh | Oct 9, 2025
ରାଉରକେଲା ବନଖଣ୍ଡ ତରଫରୁ ହାତୀମାନଙ୍କର ଉପସ୍ଥିତି ନେଇ ୭୧ଟି ବନବିଭାଗ ତରଫରୁ ଜଣାପଡିଛି।ପାନପୋଷ ରେଞ୍ଜରେ ୨୨ଟି ହାତୀ,ରାଜଗାଙ୍ଗପୁର ରେଞ୍ଜରେ ୨୧ଟି ହାତୀ,ବାଙ୍କୀ ରେଞ୍ଜରେ ୧ଟି ହାତୀ,କୁଆରମୁଣ୍ଡା ରେଞ୍ଜରେ ୨୩ଟି ହାତୀ ଓ ବୀରମିତ୍ରପୁର ରେଞ୍ଜରେ ୪ଟି ହାତୀଅଛନ୍ତି।ବିଭିନ୍ନ ଦଳ ଜଙ୍ଗଲରେ ହାତୀମାନଙ୍କର ଗତିବିଧି ଲକ୍ଷ୍ୟ କରିବାପାଇଁ ବନବିଭାଗ ତରଫରୁ ଆଜି ପହଞ୍ଚିଛନ୍ତି।
Read More News
T & CPrivacy PolicyContact Us