Download Now Banner

This browser does not support the video element.

ରେମୁଣା: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିର୍ବାଚନ ପରିଚାଳନା ସମ୍ପର୍କିତ ବୈଠକ ଅନୁଷ୍ଠିତ

Remuna, Balasore | Apr 15, 2024
ଆଜି ପୂର୍ବାହ୍ନରେ ବାଲେଶ୍ଵର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଶାସନ ପକ୍ଷରୁ ନିର୍ବାଚନ ପରିଚାଳନା ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପଞ୍ଜିକୃତ ହୋଇଥିବା ବିଭିନ୍ନ ଜାତୀୟ ଓ ଆଞ୍ଚଳିକ ଦଳର ପ୍ରତିନିଧିଙ୍କୁ ନେଇ ଏକ ନିର୍ବାଚନ ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁଧାକର ନାୟକ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us